• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 Feb 2024: ଏହି ରାଶିର ବ୍ୟକ୍ତିଙ୍କ ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ

ସୈାର ମକରମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୬ ଗତେ ମୀନ । ତିଥି- ୩ୟା ସନ୍ଧ୍ୟା ୦୫.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୩୬ ଗତେ ଧନୁ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Taurus

ବୃଷ

Monday 12 Feb 2024

କୃତିକା- ନୂଆ ବେପାରରେ ସାମିଲ ହେବା ସୁଯୋଗ ପାଇପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟ ନେଇ ସତର୍କ ରୁହନ୍ତୁ । ସ˚ପର୍କୀୟଙ୍କ ସାହାଯ୍ୟରେ ଆପଣଙ୍କ କାମ ପୂରା ହେବ ।

ରୋହିଣୀ- ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । କାମକୁ ପୂରା କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ରାଜନୀତିରେ ନେତାଙ୍କ ଲାଗି ଦିନଟି ଭଲ ରହିବ ।

ମୃଗଶିରା- କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେବେ । କୌଣସି ଜରୁରୀ କାମରେ ଯାତ୍ରାରେ ଯିବେ । କୋର୍ଟ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସୂଚନାପ୍ରାପ୍ତ ହେବ ।

ପ୍ରତିକାର- ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :