• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 Feb 2024: ଏହି ରାଶିର ବ୍ୟକ୍ତିଙ୍କ ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ

ସୈାର ମକରମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୬ ଗତେ ମୀନ । ତିଥି- ୩ୟା ସନ୍ଧ୍ୟା ୦୫.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୩୬ ଗତେ ଧନୁ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Monday 12 Feb 2024

ଧନିଷ୍ଠା- ନୂତନ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଅଧିକ ଉନ୍ନତି କରିବେ । କର୍ମଜୀବି ମାନେ ସମସ୍ତ କର୍ମରେ ଅତ୍ୟଧିକ ସଫଳତା ପାଇବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ ।

ଶତଭିଷା- ବିଦ୍ୟାର୍ଥୀମାନେ ପରିକ୍ଷାରେ ସଫଳତା ପଇବେ । ମହିଳା ମାନେ ସ୍ୱାସ୍ଥ୍ୟ ଗତ ସମସ୍ୟାରେ ବ୍ୟତିବ୍ୟସ୍ତ ଦେବେ । ବୈବାହିକ ଜୀବନ ସୁଖରେ କଟିବ ।

ପୂ,ଭାଦ୍ରପଦ- ଜମିଜମା, ମାଲିମକଦ୍ଦମା, ନିର୍ମାଣ ପ୍ରତିଷ୍ଠାର୍ଜନ କରିବେ । ବିବାଦୀୟ ଘଟଣାରେ ପରିସ୍ଥିତି ସେମିତି କିଛି ଜଟିଳ ହେବନି । ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :