• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 Feb 2024: ଏହି ରାଶିର ବ୍ୟକ୍ତିଙ୍କ ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ

ସୈାର ମକରମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୬ ଗତେ ମୀନ । ତିଥି- ୩ୟା ସନ୍ଧ୍ୟା ୦୫.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୩୬ ଗତେ ଧନୁ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Leo

ସିଂହ

Monday 12 Feb 2024

ମଘା- କର୍ମଜୀବି ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଓ ପ୍ରମୋଶନ ମିଳିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଅଭିବୃଦ୍ଧି ଘଟିବ । ବନ୍ଧୁ ଓ ପରିବାର ସହ ଭ୍ରମଣ ପାଇଁ ଯାଇପାରନ୍ତି ।

ପୂ,ଫାଲଗୁନି- ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଭଲରହିବ ନାହିଁ । ବିଦ୍ୟର୍ଥୀ ମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ହାସଲ କରିବେ । ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ ।

ଉ,ଫାଲଗୁନି- ମନରେ ସର୍ବଦା ଭୟ ଓ ଅଶୁଭ ଆଶଙ୍କା ସୃଷ୍ଟି ହେବ । ନୂତନ ଗୃହ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଗୁରୁଜନମାନେ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ।

ପ୍ରତିକାର- ଘରର ବଡ଼ ଲୋକ ମାନଙ୍କଠାରୁ ଆଶୀର୍ବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :