• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 Feb 2024: ଏହି ରାଶିର ବ୍ୟକ୍ତିଙ୍କ ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ

ସୈାର ମକରମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୬ ଗତେ ମୀନ । ତିଥି- ୩ୟା ସନ୍ଧ୍ୟା ୦୫.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୩୬ ଗତେ ଧନୁ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Libra

ତୁଳା

Monday 12 Feb 2024

ଚିତ୍ରା- ଦେହରେ ଆଘାତ ଲାଗିପାରେ । ପରିବାର ବର୍ଗଙ୍କ ସହ ବାହରକୁ ବୁଲିବା ପାଇଁ ଯୋଜନା କରିବେ । ବ୍ୟବସାୟରେ ଅଧିକ ପରିଶ୍ରମ କରିବାକୁ ପଡିପାରେ ।

ସ୍ୱାତୀ- ମାନସିକ ସ୍ଥିତି ବିଶେଷ ଭଲ ରହିବନାହିଁ । ପରିବହନ, ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯତ୍ନ କଲେ ଉପକୃତ ହେବେ ।

ବିଶାଖା- ଶିଳ୍ପ, ବ୍ୟବସାୟ, ରାଜନୀତି, ସଭାସମିତି, ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବ । ଗୃହ କାମରେ ବ୍ୟସ୍ତ ରହି କୌଣସି କାମକୁ ପାସୋରି ଦେଇ ସମାଲୋଚିତ ହୋଇପାରନ୍ତି ।

ପ୍ରତିକାର- ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :