• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 Feb 2024: ଏହି ରାଶିର ବ୍ୟକ୍ତିଙ୍କ ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ

ସୈାର ମକରମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୬ ଗତେ ମୀନ । ତିଥି- ୩ୟା ସନ୍ଧ୍ୟା ୦୫.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୩୬ ଗତେ ଧନୁ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Sagittarius

ଧନୁ

Monday 12 Feb 2024

ମୂଳା- ପାରିବାରିକ କ୍ଷେତ୍ରକୁ କିଛି ମାତ୍ରାରେ ପ୍ରଭାବିତ କରିବେ । ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି । କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ ।

ପୂ,ଷାଢା- ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଆଗ୍ରହୀ ହେବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଓ ରାଜନୈତିକ ବ୍ୟକ୍ତିଙ୍କ କ୍ରୋଧର ଶିକାର ହୋଇପାରନ୍ତି ।

ଉ,ଷାଢା- ନୂତନ ଜମିବାଡି ଓ ଯାନବାହନ କିଣିବାର ସୁଯୋଗ ପାଇପାରନ୍ତି । କୋର୍ଟ କଚେରୀରେ ଅଧିକ ଖର୍ଚ୍ଚାନ୍ତ ହେବେ । ନିଜ ପାଇଁ ସମୟ ମିଳିପାରିବ ନାହିଁ ।

ପ୍ରତିକାର- ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :