• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 Feb 2024: ଏହି ରାଶିର ବ୍ୟକ୍ତିଙ୍କ ବୈବାହିକ ଜୀବନରେ ଅଶାନ୍ତି ସୃଷ୍ଟି ହୋଇପାରେ

ସୈାର ମକରମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୩୬ ଗତେ ମୀନ । ତିଥି- ୩ୟା ସନ୍ଧ୍ୟା ୦୫.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୩୬ ଗତେ ଧନୁ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Capricorn

ମକର

Monday 12 Feb 2024

ଉ,ଷାଢା- ସମସ୍ତ କର୍ମରେ ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ପ୍ରାପ୍ତ କରିବେ । ବନ୍ଧୁ ଓ ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ ।

ଶ୍ରବଣା- ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ। ଉଚ୍ଚବର୍ଗର ଲୋକ ଜଣେ ସାହାଯ୍ୟ କରିବେ । ଦୂରଯାତ୍ରା, ମାଙ୍ଗଳିକ କାର‌୍ୟ୍ୟ କିମ୍ବା ଆନୁଷ୍ଠାନିକ କାମରେ ନିଜକୁ ସାମିଲ୍ କରିପାରନ୍ତି ।

ଧନିଷ୍ଠା- ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ । ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :