• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 October 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଧନ ବୃଦ୍ଧି ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୭.୫୪ ଗତେ ୧୪ ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ସନ୍ଧ୍ୟା ୦୬.୧୬ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ଦିବା ୧୧.୩୫ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Pisces

ମୀନ

Thursday 12 Oct 2023

ପୂ, ଭାଦ୍ରପଦ- ସକାଳୁ କୌଣସି କାମରେ ନିଜକୁ ନିୟୋଜିତ କରି ଅନ୍ୟମାନଙ୍କ କୃପାଭାଜନ ହେବେ । ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ବୃଦ୍ଧି କରିବ । ଯେକୈାଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ ।

ଉ, ଭାଦ୍ରପଦ- ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ । କୌଣସି କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର ଆରମ୍ଭ କରିବା ଭଲ । ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ ।

ରେବତୀ- କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :