• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 October 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଧନ ବୃଦ୍ଧି ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୭.୫୪ ଗତେ ୧୪ ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ସନ୍ଧ୍ୟା ୦୬.୧୬ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ଦିବା ୧୧.୩୫ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Cancer

କର୍କଟ

Thursday 12 Oct 2023

ପୁନର୍ବସୁ- କେତେକ ଘଟଣାରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅସମର୍ଥିତ ସୂତ୍ରରୁ ଅନ୍ୟମାନଙ୍କ କଥା ଶୁଣି ବ୍ୟସ୍ତ ଅନୁଭବ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ରଖି ବିଭିନ୍ନ ସମସ୍ୟାର ମୁକାବିଲାରେ ସମର୍ଥ ହେବେ ।

ପୁଷ୍ୟା- ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ବିଶେଷ ଖଟଣିଜନିତ ମନ ଭଲ ରହିବ ନାହିଁ । ଭଲ ପଡୁନଥିବା କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ ।

ଅଶ୍ଳେଷା- ଅର୍ଥ ସଂକଟ ଦୂରେଇବାରେ ଜଣେ ବିଶିଷ୍ଟ ବ୍ୟକ୍ତି ସହାୟତା କରିବେ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।

ପ୍ରତିକାର- ମା’ ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :