• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 October 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଧନ ବୃଦ୍ଧି ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୭.୫୪ ଗତେ ୧୪ ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ସନ୍ଧ୍ୟା ୦୬.୧୬ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ଦିବା ୧୧.୩୫ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Virgo

କନ୍ୟା

Thursday 12 Oct 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ଖରାପ ନ ହେଲେ ମଧ୍ୟ ବିଶେଷ ଭଲ ରହିବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ନୀତିଗତ କାମରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରଖି ଚଳିବା ନିତାନ୍ତ ଜରୁରୀ ହୋଇପଡ଼ିବ ।

ହସ୍ତା- ବିବାହ ଆଶାୟୀ ଯୁବକ ଯୁବତୀମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ବିଦ୍ୟାର୍ଥୀମାନଙ୍କ ଆଶା ଶେଷରେ ପୂରଣ ହେବ ।

ଚିତ୍ରା- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ରୁକ୍ଷ ବ୍ୟବହାର ମନରେ ଆଘାତ ଦେବ । ପ୍ରତ୍ୟେକ ପରିସ୍ଥିତିକୁ ଜଟିଳ ମନେକରିବେ ବାସ୍ତବରେ ସେପରି କିଛି ହେବନି । ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡ଼ିପାରେ ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :