• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 October 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଧନ ବୃଦ୍ଧି ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୭.୫୪ ଗତେ ୧୪ ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ସନ୍ଧ୍ୟା ୦୬.୧୬ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ଦିବା ୧୧.୩୫ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Libra

ତୁଳା

Thursday 12 Oct 2023

ଚିତ୍ରା- ପାରିବାରିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବାରୁ ଆଶ୍ୱସ୍ତି ଲଭିବେ । ମନ ବୁଝିଲା ଭଳି କଥା କହିବା କାରଣରୁ ବନ୍ଧୁଙ୍କ ସହଯୋଗ ପାଇବାରେ ଅସୁବିଧା ରହିବ ନାହିଁ । ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ କାମ ହାସଲ କଷ୍ଟକର ହେବ ।

ସ୍ୱାତୀ- କର୍ମକ୍ଷେତ୍ରସ୍ଥ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ନୂତନ ଯୋଜନାଟିକୁ ଆରମ୍ଭ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ।

ବିଶାଖା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧ୍ୟାତ୍ମିକ ଜୀବନ ବିତାଇ ପାରନ୍ତି ।

ପ୍ରତିକାର – ମା’ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :