• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 October 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଧନ ବୃଦ୍ଧି ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୭.୫୪ ଗତେ ୧୪ ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ସନ୍ଧ୍ୟା ୦୬.୧୬ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ଦିବା ୧୧.୩୫ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Scorpio

ବିଛା

Thursday 12 Oct 2023

ବିଶାଖା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷାରେ ସମର୍ଥ ହେବେ। ବନ୍ଧୁଙ୍କୁ ମନରେ ଭାବୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ବ୍ୟବସାୟରେ ଲାଭ ମିଳିବ, ମାତ୍ର ଅବହେଳାରୁ ବ୍ୟୟ ହୋଇଯିବ ।

ଅନୁରାଧା- କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ଅନ୍ୟ ମାନଙ୍କୁ ବୁଝାଇବା ଭଳି କଥାକହି ଲକ୍ଷ୍ୟ ହାସଲ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ ।

ଜ୍ୟୋଷ୍ଠା- ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଙ୍ଖଳା ଉପୁଜିପାରେ । କୋର୍ଟର ନିଷ୍ପତ୍ତି ବଦଳି ଯାଇପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।

ପ୍ରତିକାର- ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :