• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 October 2023: ଏହି ରାଶିର ବ୍ୟକ୍ତିଙ୍କ ଆଜି ଧନ ବୃଦ୍ଧି ହୋଇପାରେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ସନ୍ଧ୍ୟା ୦୬.୧୬ ଗତେ କନ୍ୟା । ତିଥି- ୧୩ଶୀ ରାତ୍ରି ୦୭.୫୪ ଗତେ ୧୪ ଶୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ସନ୍ଧ୍ୟା ୦୬.୧୬ ଗତେ ବୃଷ ରାଶିର । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ଦିବା ୧୧.୩୫ ଗତେ ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Sagittarius

ଧନୁ

Thursday 12 Oct 2023

ମୂଳା- ଦୀର୍ଘଦିନ ହେଲା ଯାହା ପାଇନଥିଲେ ଆଜି ତାହା ପାଇବାରେ ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତ ମାନର ଫଳ ପାଇବେ ।

ପୂ, ଷାଢା- ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି । ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱାଭାବ ଯୋଗୁ ସାମୟିକ ବିଚଳିତ ହେବେ । ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି ।

ଉ, ଷାଢା- ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ । ବିବାଦୀୟ ପରିସ୍ଥିତିରେ ନିଜ ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ସମର୍ଥନ କରିବେ ।

ପ୍ରତିକାର- ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :