• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Aries

ମେଷ

Wednesday 12 Apr 2023

ଅଶ୍ୱନୀ- ଦେହ ଦୁର୍ବଳତା ପାଇଁ କର୍ମକ୍ଷେତ୍ରରେ ଠିକ୍ ସେ କାର୍ଯ୍ୟ କରିପାରିବେ ନାହିଁ । ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁଙ୍କ କଥାକୁ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ।

ଦ୍ୱିଜା- ବ୍ୟବସାୟ, ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇ କାମ ସ୍ଥଗିତ ରହିଯାଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେବ । ସାମାଜିକ ସ୍ତରରୁ ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।

କୃତିକା- ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ ।

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ