• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Taurus

ବୃଷ

Wednesday 12 Apr 2023

କୃତିକା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ । ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ ।

ରୋହିଣୀ- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । କୈାଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ ।

ମୃଗଶିରା- ପାରସ୍ପରିକ ଆଲୋଚନା କ୍ରମେ ପାରିବାରିକ ବିବାଦର ସମାଧାନ ହୋଇଯିବ। ସ୍ୱାର୍ଥସାଧନ ଉଦ୍ଦେଶ୍ୟରେ ଆତ୍ମୀୟମାନେ ଆପଣଙ୍କ ପ୍ରଶଂସା କରି ପାରନ୍ତି।

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :