• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Aquarius

କୁମ୍ଭ

Wednesday 12 Apr 2023

ଧନିଷ୍ଠା- ଅତୀତ ଘଟଣା ମନେପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଆନୁଷ୍ଠାନିକ କାମରେ ଦକ୍ଷତା ବୃଦ୍ଧି କାରଣରୁ ସାମାଜିକ ପ୍ରତିଷ୍ଠା ବଢ଼ିବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ

ଶତଭିଷା- ଆଜିର ଅଫିସ୍ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ । ସରକାରୀ କାମରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ

ପୂ, ଭାଦ୍ରପଦ- ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମକୁ ଚଳାଇ ନେବେ। କୌଣସି ଅତ୍ୟାବଶ୍ୟକୀୟ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :