• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Gemini

ମିଥୁନ

Wednesday 12 Apr 2023

ମୃଗଶିରା- ସତର୍କରେ ନ ଚଳିଲେ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାମ୍ନା କରିବାକୁ ପଡ଼ିପାରେ । ଆର୍ଥିକ ସ୍ଥିତି ଭଲ ନ ରହିବା କାରଣରୁ ସାମୟିକ ଭାବେ ଦୁଃଖିତ ରହିପାରନ୍ତି । ହଜି ଯାଇଥିବା ଜିନିଷ, ଧାତୁ ଅଳଙ୍କାର, ଟଙ୍କା ପଇସା ସନ୍ଧାନ ପାଇପାରନ୍ତି।

ଆଦ୍ରା- ପରିବହନ,ଶେୟାର ବଜାର କ୍ଷେତ୍ରରୁ ସୁଫଳ ମିଳିବ । କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସାମାଜିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ନହୋଇପାରେ।

ପୁନର୍ବସୁ- ଆପଣଙ୍କ ସହ ଭଲ ପଡୁ ନ ଥିବା ବ୍ୟକ୍ତି ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍ ହୋଇଯିବ।

ପ୍ରତିକାର –ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :