• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Leo

ସିଂହ

Wednesday 12 Apr 2023

ମଘା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।

ପୂ- ଫାଲ୍‌ଗୁନୀ- ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।

ଉ- ଫାଲ୍‌ଗୁନୀ- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ପ୍ରତ୍ୟେକଟି କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ସଫଳତା ପାଇବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :