• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Libra

ତୁଳା

Wednesday 12 Apr 2023

ଚିତ୍ରା- ପରିବାରରେ ଛୋଟ କଥାକୁ ନେଇ କଳହ ସୃଷ୍ଟି ଆଶଙ୍କା ଦେଖାଦେଇପାରେ । ବାଣିଜ୍ୟ ଓ ବ୍ୟବସାୟରେ କିଛି ନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ । ବନ୍ଧୁ ଗହଣରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ।

ସ୍ୱାତୀ- ନୂତନ ସ୍ଥାନ ପରିଭ୍ରମଣ ସୁଯୋଗ ଜୁଟିବ । କର୍ମକ୍ଷେତ୍ରର ସମସ୍ୟାକୁ ସରଳ ସମାଧାନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଲାଭ ମିଳିବ । ମନୋରଞ୍ଜନରେ କ୍ଷେତ୍ରରେ ଆଗ୍ରହୀ ହେବେ।

ବିଶାଖା- ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି । ଘରକୁ ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :