• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Scorpio

ବିଛା

Wednesday 12 Apr 2023

ବିଶାଖା- ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ।

ଅନୁରାଧା- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତ୍ତୃପ୍ତି ଲାଭ କରିବେ । ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।

ଜ୍ୟୋଷ୍ଠା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ

ପ୍ରତିକାର – ମାଆ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :