• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Sagittarius

ଧନୁ

Wednesday 12 Apr 2023

ମୂଳା- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।

ପୂ, ଷାଢା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ

ଉ, ଷାଢା- କଚେରି ମାମଲାରେ ବିଜୟୀ ହେବେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :