• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2023: ଏହି ରାଶିର ବ୍ୟକ୍ତି ଆଜି କ୍ରୀଡ଼ା ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର । ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି – ୬ଷ୍ଠୀ ପ୍ରାତଃ ୦୫.୩୯ ଗତେ ୭ମୀ,ଘାତ ଚନ୍ଦ୍ର – ତୁଳା , କୁମ୍ଭ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ପ୍ରାତଃ ୦୫.୩୯ ଗତେ ୧ ପାଦ- ପଶୁ ସମ୍ପଦ ନାଶ- ଅନ୍ନଦାନ ।

Capricorn

ମକର

Wednesday 12 Apr 2023

ଉ, ଷାଢା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ

ଶ୍ରବଣା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ

ଧନିଷ୍ଠା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :