• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Friday 12 Apr 2024

କୃତିକା - ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରିରେ ସ୍ଥାନନାଶ ଯୋଗ ରହଛି । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ

ରୋହିଣୀ – ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ 

ମୃଗଶିରା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ କ୍ଷ କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ 

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :