• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Friday 12 Apr 2024

ଧନିଷ୍ଠା – ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପ୍ରକୃତିର ଆନନ୍ଦ ନେବା ପାଇଁ ଆଗ୍ରହ ପ୍ରକାଶ କରିବେ । ପ୍ରଶାସନିକ କାମ ଧୈର‌୍ୟ୍ୟର ସହ କରନ୍ତୁ ।

ଶତଭିଷା – ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ବିରୋଧୀ ଆପଣଙ୍କୁ ବନ୍ଧୁତାର ହାତ ବଢାଇବେ । ସାମାଜିକ ମିଳାମିଶା ବଢିବ ।

ପୂ , ଭାଦ୍ରପଦ – ଆୟିନୀର ଦ୍ୱାରସ୍ଥ ହେବେ । ଜୀବନସାଥୀର ସମର୍ଥନ ଓ ପ୍ରେମ ପାଇବେ । ସମ୍ମାନିତ ଲୋକଙ୍କ ସହ ମିଶିବେ । ଆପଣଙ୍କ ପାଖକୁ ଧନଲାଭ ହେବା ଭଳି କାମ ଆସିବ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :