• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Friday 12 Apr 2024

ପୂ , ଭାଦ୍ରପଦ - କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି

ଉ , ଭଦ୍ରପଦ - ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।

ରେବତୀ – ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :