• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Friday 12 Apr 2024

ମୃଗଶିରା - କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ

ଆଦ୍ରା – ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ

ପୁନର୍ବସୁ - ସୁନା ଅଳଙ୍କାର କିଣିବା ଲାଗି ଭାବିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :