• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Friday 12 Apr 2024

ପୁନର୍ବସୁ - ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତା ପାଇବେ । ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ

ପୁଷ୍ୟା – ସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମାଲିମକନ୍ଦମାରେ ପଡି ଖର୍ଚ୍ଚାନ୍ତ ହୋଇପାରନ୍ତି

ଅଶ୍ଳେଷା - ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :