• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Friday 12 Apr 2024

ମଘା – ବ୍ୟବସାୟରେ ଉନ୍ନତି କରିବେ । ସରକାରୀ ଚାକିରିଆଙ୍କର ଭଲ ଜାଗାକୁ ବଦଳି ହେବ । ବ୍ୟବସାୟୀଙ୍କୁ ଲାଭ ମିଳିବ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ

ପୂ , ଫାଲଗୁନୀ - ବିଦ୍ୟାର୍ଥୀ ମାନେ ପଢାରେ ମନନିବେଶ କରିବେ । ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପ୍ରେମିକାକୁ ମନର କଥା କହିବେ ।

ଉ ,ଫାଲଗୁନୀ – ବହୁ ଦିନର ସ୍ୱପ୍ନ ସାକାର ହେବ । ଆପଣଙ୍କର ଧ୍ୟାନ ଧାର୍ମୀକ କାର୍ଯ୍ୟରେ ଲାଗି ରହିବ । ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ

ପ୍ରତିକାର – ସୂର‌୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :