• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Friday 12 Apr 2024

ଉ , ଫାଲଗୁନୀ – ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ

ହସ୍ତା – କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ କ୍ଷ ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ

ଚିତ୍ରା – ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲକୁ ଯଥେଷ୍ଟ ଲାଭ ମିଳିବ

ପ୍ରତିକାର - ସକାଳୁ କୁକୁର, କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :