• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Friday 12 Apr 2024

ଚିତ୍ରା – ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ ।

ସ୍ୱାତୀ – ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ ।

ବିଶାଖା - ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :