• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ବୃଷ ଅହୋରାତ୍ର,ତିଥ- ୪ର୍ଥୀ ଦିବା ୦୧.୧୨ ଗତେ ୫ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ବିଛା,ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Friday 12 Apr 2024

ବିଶାଖା – ସାହସର ସହିତ କାମ କରନ୍ତୁ ସଫଳତା ପାଇବେ । ଶାରିରୀକ ଦୁର୍ବଳତା ଦେଖାଦେବ । ମିତ୍ର ବନ୍ଧୁ ମାନଙ୍କ ପରିସର ବୃଦ୍ଧି ପାଇବ

ଅନୁରାଧା – ବନ୍ଧୁ ମାନଙ୍କ ସହିତ ପୂର୍ବ ମାମଲା ସମାଧାନ କରିବେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ

ଜ୍ୟେଷ୍ଠା – ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :