• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Taurus

ବୃଷ

Saturday 12 Apr 2025

କୃତିକା- କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସାମାଜିକ କ୍ଷେତ୍ରରେ ମାନ୍ୟତା ଅର୍ଜ୍ଜନ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ।ରୋହିଣୀ- ଦୂରେଇ ଯାଇଥିବା ବନ୍ଧୁ ପୁଣି ନିକଟବର୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇବେ। ବିଦ୍ୟାର୍ଥୀଙ୍କୁ ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ।ମୃଗଶିରା- ପ୍ରେମିକା, ପ୍ରେମିକ ମାନଙ୍କ ସମ୍ପର୍କରେ ପରିବର୍ତନ ହୋଇପାରେ। ଅନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।