• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Aquarius

କୁମ୍ଭ

Saturday 12 Apr 2025

ଧନିଷ୍ଠା- ଶାରୀରିକ ସୁସ୍ଥତା ଫେରି ଆସିବା ସହ ବନ୍ଧୁ ପରିଜନଙ୍କ ସ୍ନେହ,ଶ୍ରଦ୍ଧା ପାଇବେ । ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।ଶତଭିଷା- କର୍ମ କ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରନ୍ତି । ଭାଗ୍ୟର ପରିବର୍ତ୍ତ ନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ପୂ,ଭାଦ୍ରପଦ- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।