• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Gemini

ମିଥୁନ

Saturday 12 Apr 2025

ମୃଗଶିରା- ପ୍ରିୟତମାଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ। କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ। ନୂତନ କାର୍ଯ୍ୟକୁ ନେଇ ସେଥିରେ କୃତକାର୍ଯ୍ୟ ହେବେ। ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।ଆଦ୍ରା- ବ୍ୟବସାୟରେ ଆଶାନୁରୂପକ ଫଳ ପାଇବେ। ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ। ମାଲିମକଦ୍ଦମା କ୍ଷେତ୍ରରେ ଭଲ ଫଳ ପାଇବେ। ମହିଳା ମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।