• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Cancer

କର୍କଟ

Saturday 12 Apr 2025

ପୁନର୍ବସୁ- ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ। ଛୋଟ ଛୋଟ ସମସ୍ୟାକୁ ଅଣ ଦେଖା ନକରିଲେ ଭଲ ହେବ ।ପୁଷ୍ୟା- ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇତ୍ତ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ। ରାଜନୀତିରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହୋଇପାରନ୍ତି। ଅଶ୍ଲେଷା- ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଅଲଗା ଅଲଗା ମାଧ୍ୟମରେ ଧନ ଉପାର୍ଜନ କରିବାରେ ସକ୍ଷମ ହେବେ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।