ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।
ମଘା- ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ। ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ। ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ ।ପୂ,ଫାଲଗୁନି- କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ । ଚାକିରୀ କ୍ଷେତ୍ରରେ ବିରୋଧି ଦଳଙ୍କ ସଂଖ୍ୟା ବଢିପାରେ । ଶିକ୍ଷାକ୍ଷେତ୍ରରେ ଉଚ୍ଚକାଂକ୍ଷା ପୁର୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ।ଉ,ଫାଲଗୁନି- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ। ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି।
ପ୍ରତିକାର – ମନ୍ଦିରରେ କଳା ସୋରିଷ ମଞ୍ଜି ଦାନ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।