• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Virgo

କନ୍ୟା

Saturday 12 Apr 2025

ଉ,ଫଳଗୁନି- ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଭାଗିଦାରି ବ୍ୟବସାୟ ପାଇଁ ସାହାର୍ଯ୍ୟ ସହଯୋଗ ଅଚାନକ ମିଳିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ବୃଦ୍ଧି ପାଇବ । ହସ୍ତା- ରାଜନୀତି କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱ ପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ । ଗୃହ ନିର୍ମାଣ କରିବାରେ ଅଧିକ ଖର୍ଚ୍ଚ କରିବାକୁ ପଡିବ । ସରକାରୀ ସାହାର୍ଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପାଇବେ।ଚିତ୍ରା- ମାଲିମକଦ୍ଦମା, ପ୍ରତିଯୋଗିତରେ ସଫଳ ହେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଦାନ ଧର୍ମରେ ଦୀକ୍ଷିତ ହେବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।