ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।
ଚିତ୍ରା- ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତ୍ରୁମାନେ ପଛ ଘୁଞ୍ଚା ଦେବେ । ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ସ୍ୱାତୀ- ପୁରାତନ ରୋଗରୁ ଉପସମ ପାଇବେ। କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ । ଅଫିସ୍ ରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ ।ବିଶାଖା- ବିଦ୍ୟାର୍ଥୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।