• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Scorpio

ବିଛା

Saturday 12 Apr 2025

ବିଶାଖା- ସୁସ୍ୱାଦ ଖାଦ୍ୟ ଭୋଜନ କରିବେ । ବେପାରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେବେ। ଅନୁରାଧା- ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ। ଖାଦ୍ୟଶସ୍ୟର ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ରାଜନୀତିକ କାର୍ଯ୍ୟରେ ରୁଚି ବଢ଼ିବ। ଜ୍ୟେଷ୍ଠା- ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଗଢ଼ିବା ଲାଗି ଅନୁଭବୀଙ୍କ ପରାମର୍ଶ ମିଳିବ । ମାଲିମକଦ୍ଦମା, କ୍ରୟବାଣିଜ୍ୟ ସ୍ଥିତି ଅନୁକୂଳ ହୋଇପାରେ। ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।