• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Sagittarius

ଧନୁ

Saturday 12 Apr 2025

ମୂଳା- ଦାମ୍ପତ୍ୟ ଜୀବନ ସୁଖମୟ ହେ। ବ୍ୟବସାୟରେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ । ପୂ,ଷାଢା- ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ। ଉ,ଷାଢା- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର –ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।