• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।

Capricorn

ମକର

Saturday 12 Apr 2025

ଉ,ଷାଢା- ପରିବାରରେ ସୁଖ ଶାନ୍ତି ବଜାୟ ରହିବ । ପ୍ରେମରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ହେବ।ଶ୍ରବଣା- ନୂଆ ଲୋକଙ୍କ ସହିତ ମିଶିବାର ଅବସର ପାଇବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ। ବେପାରରେ ଅଚାନକ ଫାଇଦା ପାଇବେ। ଧନିଷ୍ଠା- ବାହନ କିଣିବା ଲାଗି ମନ ବଳିବ । ପ୍ରତିଯୋଗିତାରେ ଖୁବ୍ ଭଲ କରିବେ । ଆପଣଙ୍କର ଆତ୍ମବିଶ୍ୱାସ ଉଚ୍ଚା ରହିବ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ

ପ୍ରତିକାର – କଳା ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ। କର୍ମକ୍ଷେତ୍ରରେ ଉତ୍ସାହ ଜନକ ରହିବ। ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ।