• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2023: ଏହି ସବୁ ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌ ପଡ଼ିପାରନ୍ତି ବଡ଼ ସମସ୍ୟାରେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର-ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି-୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ । ଘାତ ଚନ୍ଦ୍ର-କନ୍ୟା ଅହୋରାତ୍ର । ଘାତବାର-ବୃଷ ସିଂହ ଓ କନ୍ୟା ।

Aries

ମେଷ

Saturday 12 Aug 2023

ଉ, ଷାଢ଼ା - ପରୋକ୍ଷ ଶତୃତା ଲାଗି ରହିପାରେ । ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ୱେ ସଫଳତା ପାଇପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।

ଶ୍ରବଣା - ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । 

ଧନିଷ୍ଠା - କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । 

ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮ ।

ପ୍ରତିକାର - ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ ।