• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2023: ଏହି ସବୁ ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌ ପଡ଼ିପାରନ୍ତି ବଡ଼ ସମସ୍ୟାରେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର-ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି-୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ । ଘାତ ଚନ୍ଦ୍ର-କନ୍ୟା ଅହୋରାତ୍ର । ଘାତବାର-ବୃଷ ସିଂହ ଓ କନ୍ୟା ।

Cancer

କର୍କଟ

Saturday 12 Aug 2023

ପୁନର୍ବସୁ - କୌଣସି କାରଣରୁ ମାନସିକ ଦ୍ୱନ୍ଦରେ ପଡ଼ିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । 

ପୁଷ୍ୟା - ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ଅଶ୍ଳେଷା - ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । 

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨ ।

ପ୍ରତିକାର - ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।