• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2023: ଏହି ସବୁ ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌ ପଡ଼ିପାରନ୍ତି ବଡ଼ ସମସ୍ୟାରେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର-ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି-୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ । ଘାତ ଚନ୍ଦ୍ର-କନ୍ୟା ଅହୋରାତ୍ର । ଘାତବାର-ବୃଷ ସିଂହ ଓ କନ୍ୟା ।

Scorpio

ବିଛା

Saturday 12 Aug 2023

ବିଶାଖା - ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଅନୁରାଧା - ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇପାରନ୍ତି । ଶିକ୍ଷାର୍ଥୀମାନେ ଆତ୍ମ ନିର୍ଭରଶୀଳ ରହିବେ ।

ଜ୍ୟୋଷ୍ଠା - ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଫିଲ୍ମି ଉଦ୍ୟୋଗୀ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ ।  ମହିଳାମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ ।

ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯ । 

ପ୍ରତିକାର - ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ ।