• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2023: ଏହି ସବୁ ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌ ପଡ଼ିପାରନ୍ତି ବଡ଼ ସମସ୍ୟାରେ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର । ଚନ୍ଦ୍ର-ବୃଷ ଦିବା ୦୪.୫୮ ଗତେ ମିଥୁନ । ତିଥି-୧୧ଶୀ ପ୍ରାତଃ ୦୬.୩୧ ଗତେ ୧୨ଶୀ । ଘାତ ଚନ୍ଦ୍ର-କନ୍ୟା ଅହୋରାତ୍ର । ଘାତବାର-ବୃଷ ସିଂହ ଓ କନ୍ୟା ।

Sagittarius

ଧନୁ

Saturday 12 Aug 2023

ମୂଳା - ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚିତ୍ର ଦେଖୀପାରନ୍ତି । 

ପୂ, ଷାଢା - ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ମହିଳାମାନେ ଧର୍ମପରାୟଣ ରହିବେ ।

ଉ, ଷାଢା - କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୀତିରେ ପୂରୁଣା ନେତାଙ୍କ ପ୍ରିୟ ପାତ୍ର ହୋଇପାରିବେ । କୋର୍ଟର ଶୁଣାଣି ଡେରି ହୋଇପାରେ ।

ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ।

ପ୍ରତିକାର - ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ