• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Aries

ମେଷ

Monday 12 Aug 2024

ଅଶ୍ୱନୀ- ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି।

ଦ୍ୱିଜା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ ।

କୃତିକା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :