• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Aquarius

କୁମ୍ଭ

Monday 12 Aug 2024

ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବେମାର, ବୃଦ୍ଧିଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ।

ଶତଭିଷା-ପାରିବାରିକ ମାମଲାରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଛାତ୍ର ଛାତ୍ରି ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ।

ପୂ,ଭାଦ୍ରପଦ- ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :