• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Gemini

ମିଥୁନ

Monday 12 Aug 2024

ମୃଗଶିରା- ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ

ଆଦ୍ରା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ।

ପୁନର୍ବସୁ- ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :