• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Cancer

କର୍କଟ

Monday 12 Aug 2024

ପୁନର୍ବସୁ-ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ।

ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।

ଅଶ୍ଲେଷା- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।

ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :