• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Leo

ସିଂହ

Monday 12 Aug 2024

ମଘା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପୂ,ଫାଲଗୁନି- ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ

ଉ,ଫାଲଗୁନି- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :