• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th August 2024: ଏହି ରାଶିର ବ୍ୟକ୍ତି ଶାରୀରିକ ପୀଡ଼ା ଭୋଗ କରିପାରନ୍ତି...

ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।

Virgo

କନ୍ୟା

Monday 12 Aug 2024

ଉ,ଫଳଗୁନି- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ

ହସ୍ତା- ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ

ଚିତ୍ରା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ

ପ୍ରତିକାର- ବୁଦ୍ଧ ଦେବଙ୍କ ବୀଜ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :